This browser does not support the video element.
ପାରଳାଖେମୁଣ୍ଡି: ଜିଲ୍ଲା କଂଗ୍ରେସ ଭବନରେ ଜିଲ୍ଲା ସ୍ତରୀୟ କଂଗ୍ରେସ ପକ୍ଷରୁ ସଙ୍ଗଠନ ସୃଜନ ଅଭିଯାନ ଅନୁଷ୍ଠିତ।
Paralakhemundi, Gajapati | Sep 6, 2025
ଜିଲ୍ଲା କଂଗ୍ରେସ ଭବନରେ ଜିଲ୍ଲା ସ୍ତରୀୟ କଂଗ୍ରେସ ପକ୍ଷରୁ ସଙ୍ଗଠନ ସୃଜନ ଅଭିଯାନ ଅନୁଷ୍ଠିତ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ ଭବନ ଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ଆଜି ବାରଟା ବେଳେ ଜିଲ୍ଲା ସ୍ତରୀୟ ସଙ୍ଗଠନ ସୃଜନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ମୋହନା ବିଧାୟକ ତଥା ଜିଲ୍ଲା କଂଗ୍ରେସ ସଭାପତି ଦାଶରଥି ଗମାଙ୍ଗଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ପର୍ଯ୍ୟବେକ୍ଷକ ତଥା ଅଖିଳ ଭାରତୀୟ କଂଗ୍ରେସ କମିଟିର ସଦସ୍ୟ ରଘୁବର ରେଡ୍ଡୀ, ପୁର୍ବତନ ଗଜପତି ଜିଲ୍ଲା ସଭାପତି ବିଭୂତି ଭୂଷଣ ପାତ୍ର, ନଗର ସଭାପତି ବସନ୍ତ ପଣ୍ଡା, ନିରୁପମା ପାତ୍ରଙ୍କ ସହ ଅ