This browser does not support the video element.
ଛତ୍ରପୁର: ସ୍ଥାନୀୟ ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦର ଆଲୁମିନି ବୈଠକ ଅନୁଷ୍ଠିତ; ଯୋଗଦେଲେ ବିଧାୟକ
Chhatrapur, Ganjam | Nov 3, 2024
ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ରବିବାର ପୂର୍ବାହ୍ନ ୮ ଘଣ୍ଟା ସମୟରେ ପୁରାତନ ଛାତ୍ର ସଂସଦର ଆଲୁମିନି ବୈଠକ ଅନୁଷ୍ଠିତ ହୋଇଯାଇଛି l ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l ଛତ୍ରପୁର ଏନଏସି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଯୁବନେତା ତଥା ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ମୁନା ଦାସ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଏହି ଅବସରରେ ମହାବିଦ୍ୟାଳୟ ପରିସରରେ ଏକ ଇ ଲାଇବ୍ରେରୀ ର ଶୁଭ ଉଦ୍ଘାଟନ ଅତିଥି ମାନଙ୍କ ଦ୍ୱାରା କରାଯାଇଥିଲା l