Install App
bramhananda.bls
This browser does not support the video element.
ବାଲେଶ୍ବର ମ୍ୟୁନିସିପାଲଟି: ଭୁବନେଶ୍ଵର ଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜିଲ୍ଲାର ଆଇନ ଶୃଙ୍ଖଳା ପରିସ୍ଥିତି ଓ ନୀଳଗିରି ଜେଲ ସ୍ଥାନାନ୍ତରଣ ନକରିବା ନେଇ ଆଲୋଚନା କଲେ ସାଂସଦ
Baleshwar M, Balasore | Aug 22, 2025
ଆଜି ଭୁବନେଶ୍ୱର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ପୋଲିସ ଡିଜି ଓ ପୂର୍ବତନ ପୁଲିସ ଡିଜି ତଥା ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ରଙ୍କ ଉପସ୍ଥିତିରେ ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଓ ନୀଳଗିରି ଜେଲ୍ ସ୍ଥାନାନ୍ତରିତ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ।ସାଂସଦଙ୍କ ଅନୁରୋଧ କ୍ରମେ ମୁଖ୍ୟମନ୍ତ୍ରୀ ନୀଳଗିରି ଜେଲକୁ ବାଲେଶ୍ୱର ଜେଲ ସହିତ ମିଶ୍ରଣ କରାଯିବ ନାହିଁ ବୋଲି ମତବ୍ୟକ୍ତ କରିବା ସହ ସରକାରୀ ନିର୍ଦେଶାବଳୀକୁ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତ।ଜିଲ୍ଲା ବିଜେପି ପକ୍ଷରୁ ଅପରାହ୍ନ ୩ଟାରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!