Download Now Banner

This browser does not support the video element.

କୋରାପୁଟ ସହର: ଆସନ୍ତା କାଲି କୋଟପାଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହେବା ନେଇ ସୂଚନା

Koraput Town, Koraput | Sep 7, 2025
କୋରାପୁଟ ଜିଲ୍ଲାରେ ଆସନ୍ତା କାଲି ସୋମବାର ଜିଲ୍ଲା ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହେବା ନେଇ ଆଜି ସନ୍ଧ୍ୟା ୫ଘଣ୍ଟା ସମୟରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସକାଳ ୧୦ଘଣ୍ଟା ଠାରୁ ଦିନ ୨ଟା ପର୍ଯ୍ୟନ୍ତ ଆୟୋଜିତ ଶିବିରରେ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ସହ ଜନ ପ୍ରତିନିଧି ଉପସ୍ଥିତ ରହି ସମସ୍ୟା ସମାଧାନ ନେଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସୂଚନା ଦିଆଯାଇଛି।
Read More News
T & CPrivacy PolicyContact Us