Download Now Banner

This browser does not support the video element.

ପଟ୍ଟାଙ୍ଗୀ: ପଟାଙ୍ଗି ବ୍ଳକ ରାଲେଗଡ଼ ପଞ୍ଚାୟତ ସଦରମହକୁମା ଠାରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

Pottangi, Koraput | Aug 25, 2025
କୋରାପୁଟ ଜିଲ୍ଲାର ରାଲେଗଡ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ଦିନ ୧୨ଘଣ୍ଟା ପର୍ଯ୍ୟନ୍ତ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଏବଂ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ସମସ୍ୟା ଶୁଣିବା ସହ ସମାଧାନ ନେଇ ପଦକ୍ଷେପ ଗ୍ରହଣ କରାଯାଇଛି। ଶିବିରରେ ବ୍ଳକ୍ ସ୍ତରୀୟ ବିଭାଗୀୟ ଅଧିକାରୀ ସହ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us