Download Now Banner

This browser does not support the video element.

ମାଲକାନଗିରି: ଜିଲ୍ଲା ସଦରରେ ଥିବା ଏଫଏଲସି ହଲ ପରିସରରେ ଆଦି କର୍ମଯୋଗୀ ତାଲିମ ଶିବିର ଉଦଘାଟିତ ହୋଇଯାଇଛି

Malkangiri, Malkangiri | Sep 5, 2025
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ହଳଧର ଶବରଙ୍କ ଅଧ୍ୟକ୍ଷତାରେ ତିନିଦିନିଆ ଜିଲ୍ଲା ସ୍ତରୀୟ ଆଦି କର୍ମଯୋଗୀ ତାଲିମ କାର୍ଯକ୍ରମ ଉଦ୍ଘାଟିତ ହୋଇଯାଇଛି। ଏହି ତାଲିମ ରେ ଶିକ୍ଷା, ସ୍ବାସ୍ଥ୍ୟ, ଗ୍ରାମ୍ୟ ଉନ୍ନୟନ, ମହିଳା ଓ ଶିଶୁ ବିକାଶ, ପଞ୍ଚାୟତିରାଜ, ଅନୁସୂଚିତ ଜନଜାତି ଓ ଅନୁସଚିତ ଜାତି ଉନ୍ନୟନ ବିଭାଗର ବ୍ଲକ ସ୍ତରୀୟ ଅଧିକାରୀ ମାନଙ୍କୁ ଜିଲ୍ଲାସ୍ତରୀୟ ତାଲିମ ପ୍ରଦାନ କରାଯାଇଛି।
Read More News
T & CPrivacy PolicyContact Us