Install App
rabindra.mishra744
This browser does not support the video element.
ଧର୍ମଗଡ: ବିଡ଼ିଓଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କଲମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହେଲା ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର
Dharamgarh, Kalahandi | Sep 12, 2025
ଶୁକ୍ରବାର କଲମପୁର ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହେଇଯାଇଛି। ଏଥିରେ ୩୮୮ ଜଣ ହିତାଧିକାରୀଙ୍କ ନାମ ପଞ୍ଜିକରଣ କରିଥିଲେ। ସମସ୍ତ ଭିନ୍ନକ୍ଷମଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ବିଭାଗର ବିଶେଷଜ୍ଞ ଡ଼ାକ୍ତରମାନେ ଯୋଗ ଦେଇ ହିତାଧିକାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ବିଡିଓ ବିଜୟ କୁମାର ମାଣ୍ଡାଙ୍ଗିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି ଶିବିର ଆୟୋଜିତ ହେଇଥିଲା।
Share
Read More News
T & C
Privacy Policy
Contact Us
Your browser does not support JavaScript!