Download Now Banner

This browser does not support the video element.

ମାଲକାନଗିରି: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି

Malkangiri, Malkangiri | Aug 26, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଆଜି ଅପରାହ୍ନ 1ଟା ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ସକାଳ ୮ଟା୩୦ ମିନଟ୍ ରୁ ୨୮ ତାରିଖ ସକାଳ ୮ଟା୩୦ ମିନଟ୍ ପର୍ଯ୍ୟନ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ଜାରୀ କରାଯାଇଛି । ଏହାସହ ଜିଲ୍ଲାରେ 30 ରୁ 40 କିମି ବେଗରେ ପବନ ବହିବା ସହ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ବର୍ଷା ହେବା ନେଇ ଅନୁମାନ କରାଯାଇଛି ।
Read More News
T & CPrivacy PolicyContact Us