Install App
nuagaonnews
This browser does not support the video element.
ବୀରମିତ୍ରପୁର: ନୂଆଗାଁ ବ୍ଲକର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,ହାତୀବାରି ପରିସରରେ ବିଶ୍ଵ ମାନସିକ ସ୍ଵାସ୍ଥ୍ୟ ଦିବସ ଅନୁଷ୍ଠିତ।
Biramitrapur, Sundargarh | Oct 10, 2025
ନୂଆଗାଁ ବ୍ଲକର ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,ହାତୀବାରି ପରିସରରେ ବିଶ୍ଵ ମାନସିକ ସ୍ଵାସ୍ଥ୍ୟ ଦିବସ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକଭାବେ ବିଦ୍ୟାଳୟର ପ୍ରିନ୍ସିପାଲ ମମତା ବେହେରା ଉଦ୍ଘାଟନ କରିଥିଲେ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ୯ମ ଓ ୧୦ମ ଶ୍ରେଣୀର ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।
Share
Read More News
T & C
Privacy Policy
Contact Us
Your browser does not support JavaScript!