Download Now Banner

This browser does not support the video element.

ଜି ଉଦୟଗିରି: ପର୍ତ୍ତମାହା ସେବାଶ୍ରମରେ ତାଲା ପକାଇ ଫାଟକ ସାମ୍ନାରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଅଭିଭାବକ ।

G Udayagiri, Kandhamal | Aug 23, 2024
କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପର୍ତ୍ତମାହା ସରକାରୀ ସେବାଶ୍ରମକୁ ତାଲା ପକାଇ ବିକ୍ଷୋଭ କରୁଛନ୍ତି ଅଭିଭାବକ ଓ ପଞ୍ଚାୟତ ଅଞ୍ଚଳବାସୀ। ଶିକ୍ଷକ ଅଭାବକୁ ପୁରଣ କରିବା ସେମାନଙ୍କ ମୁଖ୍ୟ ଦାବି ହୋଇଥିବା ବେଳେ ବିଦ୍ୟାଳୟରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଏହି ଆନ୍ଦୋଳନ କରାଯାଇଥିବା କୁହାଯାଇଛି। ଅଭିଭାବକ ଓ ପଞ୍ଚାୟତ ଅଞ୍ଚଳବାସୀ ବିଦ୍ୟାଳୟରେ ୮ ଜଣ ଶିକ୍ଷୟିତ୍ରୀ/ଶିକ୍ଷକ ଆବଶ୍ୟକସ୍ଥଳେ ପ୍ରଧାନଶିକ୍ଷକଙ୍କୁ ମିଶାଇ ମାତ୍ର ୨ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ରହିଥିଲେ।
Read More News
T & CPrivacy PolicyContact Us