Download Now Banner

This browser does not support the video element.

ଜୟପୁର: ବାବା ସାହେବ କଲ୍ୟାଣ ମଣ୍ଡପ ଠାରେ କଂଗ୍ରେସ ସଂଗଠନ ସୃଜନ ଅଭିଯାନ ମାଧ୍ୟମରେ ଜିଲ୍ଲା ସଭାପତି ଚୟନ ପ୍ରକ୍ରିୟା , ରାଜ୍ୟ ପ୍ରଭାରୀ ଦେଲେ ସୂଚନା

Jeypore, Koraput | Sep 5, 2025
ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଓଡ଼ିଶାରେ ସଂଗଠନ ସୃଜନ ଅଭିଯାନ ଆରମ୍ଭ ହୋଇଛି ଏନେଇ ଆଜି ସଂନ୍ଧ୍ୟା 6ଟାରେ ରାଜ୍ୟ ପ୍ରଭାରୀ ଦେଲେ ସୂଚନା । ଏନେଇ ଜୟପୁର ବାବା ସାହେବ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଛି l ଏହାପରେ ଆୟୋଜିତ ଏକ କର୍ମୀ ସମ୍ମିଳନୀରେ ଏଆଇସିସି ପକ୍ଷରୁ ନିଯୁକ୍ତ ରାଜ୍ୟ ପ୍ରଭାରୀ ଅଜୟ କୁମାମ ଲଲ୍ଲୁ, ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତି, ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ପଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡାମ, ଜିଲ୍ଲା ସଭାପତି ଶଶିଭୂଷଣ ପାତ୍ର ପ୍ରମୁଖ ମଞ୍ଚାସିନ ଥିଲେ l
Read More News
T & CPrivacy PolicyContact Us