Download Now Banner

This browser does not support the video element.

ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଭିଯୋଗ ପ୍ରକୋଷ୍ଠ ଠାରେ ଜିଲ୍ଲାପାଳ ଓ ଏସପି ଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

Baleshwar M, Balasore | Oct 6, 2025
ଆଜି ପୂର୍ବାହ୍ନ ୧୦.୩୦ ମିନିଟ ରେ ବାଲେଶ୍ଵର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଅଭିଯୋଗ ପ୍ରକୋଷ୍ଠ ଠାରେ ଜିଲ୍ଲାପାଳ ଓ ଏସପିଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ,ଏସପି ପ୍ରତ୍ୟୁଷ ଦିବାକର,ଅତିରିକ୍ତ ଜିଲ୍ଲାପାଳ ହେମନ୍ତ ସିଂ,ଜିଲ୍ଲାପରିଷଦ CDEO ସଞ୍ଜୟ ରାଉତ,ଉପଜିଲ୍ଲାପାଳ ଶିବ ମାଲବ୍ୟ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଭାତ କୁମାର ବେହେରା ପ୍ରମୁଖ ଯୋଗଦେଇ ଲୋକମାନଙ୍କ ଅଭିଯୋଗ ଶୁଣାଣି କରିଥିଲେ।
Read More News
T & CPrivacy PolicyContact Us