Download Now Banner

This browser does not support the video element.

କୁଚିଣ୍ଡା: କୁଚିଣ୍ଡା ଠାରେ ସ୍ୱାୟତ୍ତ ଶାସନ ଦିବସ ଅନୁଷ୍ଠିତ

Kochinda, Sambalpur | Aug 31, 2025
କୁଚିଣ୍ଡା ଠାରେ ସ୍ୱାୟତ୍ତ ଶାସନ ଦିବସ ସମାରୋହ ରେ ଆୟୋଜିତ ହୋଇ ଯାଇଛି। ରବିବାର ଦିନ ଆୟୋଜିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମ ଅବସର ରେ ସର୍ବ ପ୍ରଥମେ କୁଚିଣ୍ଡା NAC ଅଫିସ ଠାରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ପରବର୍ତ୍ତୀ ସମୟ ରେ ଏକ ସଭା ଆୟୋଜିତ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ ଓ ପାଣୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ ଯୋଗ ଦେଇ ସ୍ୱାୟତ୍ତ ଶାସନ ଦିବସ ପାଳନ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟକୁ ନେଇ ମତ ବ୍ୟକ୍ତ କରିଥିଲେ। NAC ଅଧ୍ୟକ୍ଷ ପ୍ରାଦ୍ୟୁତ ମହାନ୍ତି ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିଲେ।।
Read More News
T & CPrivacy PolicyContact Us