Install App
silvercitykhabar
This browser does not support the video element.
କଟକ ପୌରାଞ୍ଚଳ: ପୁରୀଘାଟ ଥାନା ଅଧୀନରେ ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ କରିବା ଘଟଣାରେ ଅଭିଯୁକ୍ତକୁ ଗିରଫ କରିଛି ପୁରୀଘାଟ ଥାନା ପୋଲିସ
Cuttack M Corp PS, Cuttack | Aug 26, 2025
କଟକ ଜିଲ୍ଲା ପୁରୀଘାଟ ଥାନା ଅଧୀନରେ ଜଣେ ନାବାଳିକାକୁ ଅପହରଣ କରିବା ସହ ଦୁଷ୍କର୍ମ କରିବା ଘଟଣାରେ ଅଭିଯୁକ୍ତକୁ ଗିରଫ କରିଛି ପୁରୀଘାଟ ଥାନା ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଲା ଓମ ଚନ୍ଦ୍ର କାଉରା। ଏ ନେଇ ମଙ୍ଗଳବାର ରାତି ୯.୪୫ ମିନିଟ ସମୟରେ ସୂଚନା ଦେଇଛନ୍ତି ଥାନା ଅଧିକାରୀ। ଅଭିଯୁକ୍ତକୁ ଆଜି ରାତି ୮ ଟା ସମୟରେ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତକୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
Share
Read More News
T & C
Privacy Policy
Contact Us
Your browser does not support JavaScript!