Download Now Banner

This browser does not support the video element.

ଜୁନାଗଡ: ଗୋଲାମୁଣ୍ଡା ବ୍ଲକ ର ବିଭିନ୍ନ ଦୁର୍ଗା ମଣ୍ଡପ ବୁଲି ଲୋକଙ୍କ ସହିତ ବିଭିନ୍ନ ବିଷୟରେ ଆଲୋଚନା କାଳେ ଗୋଲାମୁଣ୍ଡା ବ୍ଲକ ଅଧକ୍ଷ

Junagarh, Kalahandi | Sep 30, 2025
ଗୋଲାମୁଣ୍ଡା ବ୍ଲକ ର ବିଭିନ୍ନ ଦୁର୍ଗା ମଣ୍ଡପ ବୁଲି ଲୋକଙ୍କ ସହିତ ବିଭିନ୍ନ ବିଷୟରେ ଆଲୋଚନା କାଳେ ଗୋଲାମୁଣ୍ଡା ବ୍ଲକ ଅଧକ୍ଷ ଆଜି 30ତାରିଖ ମଙ୍ଗଳବାର ସକାଳ 11ଟାରୁ ସନ୍ଧ୍ୟା 7ଟା ପର୍ଯ୍ୟନ୍ତ ଗୋଲାମୁଣ୍ଡା ର ବିଭିନ୍ନ ଦୁର୍ଗା ମଣ୍ଡପ ବୁଲି ଦର୍ଶନ କରିବା ସହିତ ଲୋକଙ୍କ ସହିତ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି ଗୋଲାମୁଣ୍ଡା ବ୍ଲକ ଅଧକ୍ଷ ବିନ୍ଦୁ ମହାନନ୍ଦ ତାଙ୍କ ର ଏହି ଗସ୍ତ ସମୟରେ ତାଙ୍କ ସହ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର ଓ ଗୋଲାମୁଣ୍ଡା ମଣ୍ଡଳ ସଭାପତି ବୈଶାଖୁ କେତକୀ ଉପସ୍ଥିତ ଥିଲେ ତେବେ ସେ ଏହି ଗସ୍ତ ସମୟରେ ଗୋଲାମୁଣ୍ଡା, ମlନଝେର, ମହାଳିଙ୍ଗ,
Read More News
T & CPrivacy PolicyContact Us