Install App
ranjannanda71
This browser does not support the video element.
ନୟାଗଡ: ନୟାଗଡ ସହରରେ ଅନ୍ତର୍ଜାତୀୟ ସାକ୍ଷରତା ସପ୍ତାହ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା ରାଲି 2025-26 କାର୍ଯ୍ୟକ୍ରମ ଅନୁଷ୍ଠିତ
Nayagarh, Nayagarh | Sep 8, 2025
ଅନ୍ତର୍ଜାତୀୟ ସାକ୍ଷରତା ସପ୍ତାହ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା ରାଲି 2025-26 କାର୍ଯ୍ୟକ୍ରମ ଅନୁଷ୍ଠିତ। ସୂଚନା ମୁତାବକ ଆଜି ପୂର୍ବାହ୍ନ 11 ଘଟିକା ସମୟରେ ଜିଲ୍ଲା ଶିକ୍ଷା କର୍ଜ୍ୟଲୟ ନୟଗଡ ପକ୍ଷରୁ ନୟାଗଡ ସହର ପରିସରରେ ଅନ୍ତର୍ଜାତୀୟ ସାକ୍ଷରତା ସପ୍ତାହ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା ରାଲି 2025-26 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଆଜିର କାର୍ଯ୍ୟକ୍ରମ ରେ ବଜେନ୍ଦ୍ର ହାଇସ୍କୁଲ୍ ର ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ରହିଥିଲେ ।
Share
Read More News
T & C
Privacy Policy
Contact Us
Your browser does not support JavaScript!