Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱରସ୍ଥିତ ଲେମନଟ୍ରି ପ୍ରିମିଅମରେ "ହେଲଦି ଡାଏଟ୍ ଅଭିଯାନ" ର ଶୁଭାରମ୍ଭ କରି ପ୍ରତିକ୍ରିୟା ରଖିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
Bhubaneswar M Corp, Khordha | Sep 11, 2025
ଫିଟ୍ ରହିବା ପାଇଁ ସୁସ୍ଥ ଖାଦ୍ୟ ସହ ସୁସ୍ଥ ମନର ଆବଶ୍ୟକତା ରହିଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମତ ପ୍ରକାଶ କରିଛନ୍ତି । ଗୁରୁବାର ମହିଳା ଓ ଶିଶୁ ବିକାଶ ବିଭାଗ ଓ ୟୁନିସେଫର ମିଳିତ ସହଭାଗିତାରେ ଭୁବନେଶ୍ୱରସ୍ଥିତ ଲେମନଟ୍ରି ପ୍ରିମିଅମରେ "ହେଲଦି ଡାଏଟ୍ ଅଭିଯାନ" ର ଶୁଭାରମ୍ଭ ହୋଇଯାଇଛି ।
Share
Read More News
T & C
Privacy Policy
Contact Us
Your browser does not support JavaScript!