This browser does not support the video element.
ଗୋପାଳପୁର: ବିଶ୍ବନାଥପୁର ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
Gopalpur, Ganjam | Aug 25, 2025
ଗଞ୍ଜାମ ଜିଲ୍ଲା ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକ ବିଶ୍ବନାଥପୁର ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ରଙ୍ଗେଇଲୁଣ୍ଡା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବ୍ଲକର ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀ ମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣାଣୀ କରିଛନ୍ତି।