Download Now Banner

This browser does not support the video element.

ସୋନପୁର: ଆସନ୍ତା ୨ ଦିନ ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି, ଜିଲ୍ଲାରେ ବିଜୁଳି ଘଡଘଡି ଶହ ବର୍ଷାର ସମ୍ଭାବନା

Sonapur, Subarnapur (Sonepur) | Sep 13, 2025
ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ୫ ଘଣ୍ଟା ସମୟରେ ସୁବର୍ଣ୍ଣପୁର ଜିଲ୍ଲାକୁ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ୟୋଲ ୱାର୍ନିଙ୍ଗ ଜାରି କରାଯାଇଛି l ଏହି କ୍ରମରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ଶହ ବର୍ଷା ସାଙ୍ଗକୁ, ଘଣ୍ଟା ପ୍ରତି 30 ରୁ 40 କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି l
Read More News
T & CPrivacy PolicyContact Us