Download Now Banner

This browser does not support the video element.

ଝାରସୁଗୁଡା: ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍‌ କାର୍ଯ୍ୟକ୍ରମ ଅବସରରେ ବ୍ରଜରାଜନଗର ମଣ୍ଡଳ ବିଜେପି ପକ୍ଷରୁ କାଳୀନଗର ଥରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ

Jharsuguda, Jharsuguda | Sep 28, 2025
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରବିବାର ଦିନ ମନ କି ବାତର ୧୨୬ତମ ଏପିସୋଡରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଏହି “ମନ୍ କି ବାତ୍‌” କାର୍ଯ୍ୟକ୍ରମକୁ ନେଇ ଆଜି ସକାଳ ଏଗାର ଟା ସମୟରେ ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ବିଜେପି ମଣ୍ଡଳ ପକ୍ଷରୁ କାଲିନଗର ଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ସହିତ ଵୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ରଜରାଜନଗର ବିଜେପି ମଣ୍ଡଳ ସଭାପତି ଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଅନେକ ବିଜେପି କାର୍ଯ୍ୟକର୍ତ୍ତା ଙ୍କ ସମେତ ଅନେକ ସ୍ଥାନୀୟ ଜନସାଧାରଣ ପ୍ରଧାନମନ୍ତ୍ରୀ
Read More News
T & CPrivacy PolicyContact Us