This browser does not support the video element.
କୋରାପୁଟ ସହର: କୋରାପୁଟ ସଦଭାବନା ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳିତ
Koraput Town, Koraput | Sep 5, 2025
କୋରାପୁଟ ସ୍ଥାନୀୟ ସଦଭାବନା ସଭାଗୃହରେ ଜିଲ୍ଲା ସ୍ତରୀୟ ସ୍ତରୀୟ ଗୁରୁ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ କୋରାପୁଟ ବିଧାୟକ ରଘୁରାମ ମାଛ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅଧ୍ୟକ୍ଷ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଜୟପୁର ରୁପ ଚନ୍ଦ୍ର ସୋରେନ୍, ବିଶିଷ୍ଟ ଶିକ୍ଷାବିତ୍ ଜଗବନ୍ଧୁ ସାମଲ ଉପସ୍ଥିତିରେ ପ୍ରାରମ୍ଭର ଭାରତର ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋଚିତ୍ର ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।