Download Now Banner

This browser does not support the video element.

ରାୟଗଡା: ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ

Rayagada, Rayagada | Sep 5, 2025
ରାୟଗଡ଼ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ  ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଜିଲ୍ଳାପାଳ  ଶ୍ରୀ ଆଶୁତୋଷ କୁଲକର୍ଣ୍ଣି  ଯୋଗ ଦେଇ ଶ୍ରୀଜଗନ୍ନାଥ ଓ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ଵଳନ କରିଥିଲେ । ବରେଣ୍ଯ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ସରସ୍ବତୀ ମାଝୀ,  ଜିଲ୍ଲା ଶିକ୍ଷାଧିକାରୀ ରାମଚନ୍ଦ୍ର ନାହାକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ବିଷମକଟକର ଅଧ୍ୟକ୍ଷ  ଜଗନ୍ନାଥ ମେହେର ଓ ଏଡିଇଓ ଭଜନଲାଲ ମାଝୀ ପ୍ରମୁଖ ମଞ୍
Read More News
T & CPrivacy PolicyContact Us