Download Now Banner

This browser does not support the video element.

ନୂଆପଡା: ଲାଞ୍ଜି ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

Nuapada, Nuapada | Sep 13, 2025
ଖଡ଼ିଆଳ ବ୍ଲକ ଉପରପିଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଚରଣ ମଲ୍ଲିକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଆଜି ୨ ଟା ଯାଏଁ ପ୍ରଦାନ କରାଯାଇଥିଲା। ଲାଞ୍ଜି ଗ୍ରାମ ସ୍ଥିତ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଲକ୍ଷ୍ମୀ ପ୍ରସାଦ ପୋଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ସିଆରସିସି ଖଗେଶ୍ବର ବାଗ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ଶିକ୍ଷକ ବରୁଣ ରଣା ଯୋଗଦାନ କରିଥିଲେ। ଲାଞ୍ଜି କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଯୋଗଦାନ କରିଥିବା ବେଳେ ଶିକ୍ଷୟତ୍ରୀ ବନ୍ଦନା ଚମ୍ପତି ଧନ୍ୟବାଦ ଅର୍ପଣ କରିଥିଲେ।
Read More News
T & CPrivacy PolicyContact Us