Download Now Banner

This browser does not support the video element.

ସୋନପୁର: ଆସନ୍ତାକାଲି ପାଇଁ ସୁବର୍ଣ୍ଣପୁର ଜିଲ୍ଲା କୁ ୟୋଲ ୱାର୍ନିଙ୍ଗ ଜାରି, ଜିଲ୍ଲାରେ ବିଜୁଳି ଘଡଘଡି ଶହ ପ୍ରବଳ ବର୍ଷାର ସମ୍ଭାବନା

Sonapur, Subarnapur (Sonepur) | Sep 2, 2025
ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ ଚାରି ଘଣ୍ଟା ସମୟରେ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି କରାଯାଇଛି l ଏହି କ୍ରମରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ଶହ ପ୍ରବଳ ବର୍ଷାର ସମ୍ଭାବନା ଥିବାବେଳେ, ପ୍ରାୟ ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ସହିତ ପବନର ବେଗ ଘଣ୍ଟା ପ୍ରତି 30 ରୁ 40 କିଲୋମିଟର ରହିବା ନେଇ ପୂର୍ବାନୁମାନ କରିଛି ରାଜ୍ୟ ପାଣିପାଗ ବିଭାଗ l
Read More News
T & CPrivacy PolicyContact Us