Download Now Banner

This browser does not support the video element.

କଟକ ପୌରାଞ୍ଚଳ: ବାରଙ୍ଗରେ ଗଙ୍ଗେଶ୍ୱର ରେ ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ , ଏ ନେଇ ଗୁରୁବାର କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି

Cuttack M Corp PS, Cuttack | Aug 21, 2025
ବାରଙ୍ଗରେ ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ । ୩୦ ଏକର ଜମି ଚିହ୍ନଟ; ଆବଣ୍ଟନ ପ୍ରକ୍ରିୟା ଆରମ୍ଭ । ଗଙ୍ଗେଶ୍ବର ମୌଜାରେ ନିର୍ମାଣ ହେବ ଦେଶର ପ୍ରଥମ ଦୃଷ୍ଟିବାଧିତ ବିଶ୍ବବିଦ୍ୟାଳୟ । ଏଥିପାଇଁ ଜମି ଚିହ୍ନଟ ପ୍ରକ୍ରିୟା ଶେଷ ହୋଇଥିବା ଗୁରୁବାର ସନ୍ଧ୍ୟା ୫ଟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Read More News
T & CPrivacy PolicyContact Us