This browser does not support the video element.
ଭଦ୍ରକ ଗ୍ରାମାଞ୍ଚଳ: ଭଦ୍ରକ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ମିଳିତ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ
Bhadrak Rural, Bhadrak | Sep 1, 2025
ଭଦ୍ରକ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟ ର ସଦଭାବନା ସଭା ଗୃହ ଠାରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି,ଆଜିର ଜନଶୁଣାଣୀ ଶିବିରରେ ମୋଟ ୧୫୮ ଆବେଦନ ପତ୍ର ଦାଖଲ ହୋଇଥିଲା। ସେଥିରୁ ୧୩୩ ଟି ବ୍ୟକ୍ତିଗତ ଥିଲାବେଳେ , ୧୬ଟି ସାମୁହିକ ଥିଲା। ୧୮ ଟି ର ସମାଧାନ ସଙ୍ଗେ ସଙ୍ଗେ ହୋଇଥିଲା।ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ରୁ ୩ ଜଣଙ୍କୁ ଓ ରେଡକ୍ରସ ରୁ ୬ ଜଣଙ୍କୁ ମୋଟ ୬୦୦୦୦ଟଙ୍କା ପ୍ରଦାନ କରାଯାଇଥିଲା, ଏହି ଖବର ଆଜି ଦିନ 4 ଟାରେ ହସ୍ତଗତ ହୋଇଛି