Download Now Banner

This browser does not support the video element.

କଟକ ପୌରାଞ୍ଚଳ: ନାରାଜ ସ୍ଥିତ ଜାତିୟ ଆଇନ ବିଶ୍ୱବିଦ୍ୟାଳୟ ସମ୍ମୁଖ ରାସ୍ତାରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

Cuttack M Corp PS, Cuttack | Aug 24, 2025
ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ(ଏନଏଲୟୁ) ସମ୍ମୁଖ ରାସ୍ତାରେ ରବିବାର ରାତି ୮.୩୦ରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଇକ ଓ ସ୍କୁଟର ଗାଡ଼ି ମୁହାଁମୁହିଁ ଧକ୍କାହେବାରୁ ଘଟଣାସ୍ଥଳରେ ଜଣକର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ନରାଜ କୈବର୍ତ୍ତସାହିର ଭାବଗ୍ରାହୀ ଧଳ(୫୦)। ଦୁର୍ଘଟଣାରେ ତିନିଜଣ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Read More News
T & CPrivacy PolicyContact Us