Download Now Banner

This browser does not support the video element.

ନୂଆପଡା: ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପାଇଁ ଶୋକ ସଭା ଅନୁଷ୍ଠିତ

Nuapada, Nuapada | Sep 12, 2025
ଆଜି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପାଇଁ ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ପରିଷଦ ସଭାପତି, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ସମେତ ଜିଲ୍ଲା ପରିଷଦ ସଦସ୍ୟ ମାନେ ଉପସ୍ଥିତ ରହି ସ୍ୱର୍ଗତ ଢୋଲକିଆଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
Read More News
T & CPrivacy PolicyContact Us