Download Now Banner

This browser does not support the video element.

ସଦର: ଆସନ୍ତକାଲି ଜିଲ୍ଲାକୁ ଘଡ଼ଘଡ଼ି ଓ 30 ରୁ 40 କିଲୋମିଟର ପବନ ନେଇ ୟେଲୋ ଆଲର୍ଟ ଜାରି

Sadar, Kalahandi | Aug 28, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କଳାହାଣ୍ଡି ଜିଲ୍ଲାକୁ ଘଡ଼ଘଡ଼ି ଏବଂ 30 ରୁ 40 କିଲୋମିଟର ପବନ ନେଇ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏନେଇ ଆଜି ଅପରାହ୍ନ ଗୁଟେ ସମୟରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାକୁ ଆସନ୍ତାକାଲି ସକାଳ 8 ଟା 30ମିନିଟ ପର୍ଯ୍ୟନ୍ତ ୟେଲୋ ୟାର୍ଣ୍ଣି ଜାରୀ କରାଯିବା ସହିତ ,ଘଡ଼ଘଡ଼ି ଏବଂ ପବନ 30 ରୁ 40 କିଲୋମିଟର ନେଇ ସତର୍କତା ଜାରି କରାଯାଇଛି
Read More News
T & CPrivacy PolicyContact Us