Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି । ୧୦ ଜଣ ସଦସ୍ୟଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି ।

Puri M, Puri | Aug 26, 2025
ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି । ୧୦ ଜଣ ସଦସ୍ୟଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି । ଏହି କମିଟିରେ ସିଦ୍ଧେଶ୍ୱର ମହାପାତ୍ର, କୃଷ୍ଣଚନ୍ଦ୍ର ସାମନ୍ତରାୟ, ମଧୁସୂଦନ ସିଂଘାରୀ, ଜଗନ୍ନାଥ ପୂଜାପଣ୍ଡା ରହିଛନ୍ତି । ତାଙ୍କ ସହିତ ଗଣେଶ ଦାସ ମହାପାତ୍ର, ରାମନାରାୟଣ ଗୋଚ୍ଛାୟତ, ରଘୁବୀର ଦାସ ମହାରାଜ, ଗିରିଶ ଚନ୍ଦ୍ର ମୁର୍ମୁ, ଏ.କେ. ସାବତ ଏବଂ ମହେଶ କୁମାର ସାହୁ କମିଟିରେ ରହିଛନ୍ତି । ଏହାପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟି କାହିଁକି ଗଠନ ହେଉନି, ସେନେଇ ଜୋରସୋରରେ ଚର୍ଚ୍ଚା ହେଉଥିଲା ।
Read More News
T & CPrivacy PolicyContact Us