Download Now Banner

This browser does not support the video element.

ମାଲକାନଗିରି: କୁଡୁମୁଲୁଗୁମ୍ମା ଗ୍ରାମରେ ବିଜେପି ପକ୍ଷରୁ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ପାଳିତ

Malkangiri, Malkangiri | Sep 25, 2025
ଆଜି ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ କୁଡୁମୁଲୁଗୁମ୍ମା ଗ୍ରାମରେ ଖଇରପୁଟ ମଣ୍ଡଳ ଭାରତୀୟ ଜନତା ପାର୍ଟି ପକ୍ଷରୁ ମହାନ ରାଷ୍ଟ୍ରବାଦି , ଜନନାୟକ, ଭାରତୀୟ ଜନସଂଘର ପ୍ରତିଷ୍ଠାତା ତଥା ମହାନ ଦାର୍ଶନିକ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରଥମେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ଫୋଟ ଚିତ୍ରରେ ପୁଷ୍ପ, ଧୂପ ଦେଇ ପୂଜା ଅର୍ଚ୍ଚନା କରିଥିଲେ।ଉକ୍ତ କାର୍ଯ୍ୟକ୍ରମ ଖଇରପୁଟ ମଣ୍ଡଳ ସଭାପତି ଜ୍ୟୋତି ରଞ୍ଜନ ବେହେରାଙ୍କ ସଭାପତିତ୍ଵରେ ହୋଇଥିବା ବେଳେ ପୂର୍ବତନ ମଣ୍ଡଳ ସଭାପତି ବିଦ୍ୟାଧର ସାହାଣୀଙ୍କ ସହିତ କର୍ମୀ ଉପସ୍ଥିତ ଥିଲେ।
Read More News
T & CPrivacy PolicyContact Us