Download Now Banner

This browser does not support the video element.

ପୁରୀ ମ୍ୟୁନିସିପାଲଟି: ଭାଦ୍ରବ ଶୁକ୍ଳ ଦ୍ଵିତୀୟା ତିଥିରେ ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କର ନିକୁଞ୍ଜ ଲୀଳା ଅନୁଷ୍ଠିତ l

Puri M, Puri | Aug 25, 2025
ଆଜି ଶୁକ୍ଳ ଦ୍ଵିତୀୟା ତିଥିରେ ସନ୍ଧ୍ୟାଧୂପ ପରେ ମଦନମୋହନ ରତ୍ନ ସିଂହାସନକୁ ବିଜେ କରି ଜଗନ୍ନାଥଙ୍କ ବାଡରୁ ଆଜ୍ଞାମାଳ ପ୍ରାପ୍ତି କରି ନାଟ ମଣ୍ଡପ ସ୍ଥିତ ଖଟ ଉପରକୁ ବିଜେ କରିବା ପାରେ ପ୍ରଭୁଙ୍କର ଛାମୁରେ ହରଚଣ୍ଡି ସାହି ଲୋକ ନିକୁଞ୍ଜ ଲୀଳା ପ୍ରସ୍ତାବ କରିବେ। ଦ୍ୱାପର ଯୁଗର କଥା ଶ୍ରୀକୃଷ୍ଣ କିଶୋର ଅବସ୍ଥାରେ ଗୋପଲୀଳା କରୁଥିବା ବେଳେ ଗୋପୀଙ୍କ ଭିତରେ କଂସ ଦ୍ୱାରା ପ୍ରେରିତ ଜଣେ ରାକ୍ଷସୀ ମାୟା କରି ଶ୍ରୀକୃଷ୍ଣଙ୍କୁ ମୋହିତ କରି ହରଣ ପାଇଁ ଚେଷ୍ଟା କରିଥିଲେ । ତେବେ ଶ୍ରୀକୃଷ୍ଣ ଏହା ଜାଣି ପାରି ଗୋପୀରୂପୀ ରାକ୍ଷସୀଙ୍କୁ ବଶୀଭୂତ କରି ବିଦା କରିଦେଇଥିଲେ ।
Read More News
T & CPrivacy PolicyContact Us