Download Now Banner

This browser does not support the video element.

ଭଞ୍ଜନଗର: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ମୁଜାଗଡ ଗ୍ରାମରେ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Bhanjanagar, Ganjam | Sep 10, 2025
ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ମୁଜାଗଡ ଗ୍ରାମରେ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଚାରା ବଣ୍ଟନ କାର୍ଯ୍ୟକ୍ରମ ଆଜି ଦିନ 10 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଥିବାର ଖବର ମିଳିଥିବା ବନବିଭାଗ ର ବହୁ କର୍ମଚାରୀ ଓ ଭଞ୍ଜନଗର ବ୍ଳକର ପ୍ରଶାସନିକ ଅଧିକାରୀ ମାନେ ଯୋଗ ଦେଇ ଚାରା ବଣ୍ଟନ କରିଥିଲେ । ଏହି ଚାରା ବଣ୍ଟନ କାର୍ଯ୍ୟକ୍ରମ ଭଞ୍ଜନଗର ବ୍ଳକର ସମସ୍ତ ଗ୍ରାମ ରେ କରାଯିବ ବୋଲି ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।।।
Read More News
T & CPrivacy PolicyContact Us