Download Now Banner

This browser does not support the video element.

ଜଟଣୀ: ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ କାର୍ଯ୍ୟାଳୟରେ ସଦାଚାର ଓ ପାରଦର୍ଶିତା ବୃଦ୍ଧି ପାଇଁ ସତର୍କତା ସଚେତନତା ସେମିନାର ଅନୁଷ୍ଠିତ

Jatani, Khordha | Aug 21, 2025
ଜଟଣୀ ସ୍ଥିତ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ କାର୍ଯ୍ୟାଳୟରେ ସଦାଚାର ଓ ପାରଦର୍ଶିତା ବୃଦ୍ଧି ପାଇଁ ସତର୍କତା ସଚେତନତା ସେମିନାର ଅନୁଷ୍ଠିତ ହୋଇ ଯାଇଛି | ଏହି କାର୍ଯ୍ୟକ୍ରମ ଆଜି ରାତି 9 ଘଣ୍ଟିକା ସମୟରେ ଅନୁଷ୍ଠିତ ହୋଇଛି |
Read More News
T & CPrivacy PolicyContact Us