Download Now Banner

This browser does not support the video element.

ଛତ୍ରପୁର: ଗଞ୍ଜାମ ବ୍ଲକ ଝାଡେଶ୍ୱର ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ବୈଠକ, ଯୋଗଦେଇ ପ୍ରତିକ୍ରିୟା ରଖିଲେ ଛତ୍ରପୁର ବିଧାୟକ

Chhatrapur, Ganjam | Aug 21, 2025
ଗଞ୍ଜାମ ଜିଲ୍ଲା ଗଞ୍ଜାମ ବ୍ଲକ ଝାଡେଶ୍ୱର ପୀଠରେ ଆଗାମୀ ଫେବୃଆରୀ ମାସରେ ବିଶ୍ୱଶାନ୍ତି ମହାଯଜ୍ଞ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ଅପରାହ୍ନରେ ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଯୋଗଦେଇଥିଲେ। ମଲାଡ ଓ ହୁମ୍ମା ପଞ୍ଚାୟତର ୮ଟି ଗ୍ରାମକୁ ନେଇ ୧୫ ଦିନ ଧରି ଏହି ମହାଯଜ୍ଞ ଅନୁଷ୍ଠିତ ହେବ। ଏହି ଅବସରରେ ବିଭିନ୍ନ ଗ୍ରାମ୍ୟ କମିଟି ସହ ଆଲୋଚନା କରାଯାଇ ଆୟୋଜନର ରୂପରେଖ ପ୍ରସ୍ତୁତ କରାଯାଇଛି।
Read More News
T & CPrivacy PolicyContact Us