This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱର ବିମାନ ବନ୍ଦରରେ ଏଆଇସିସି ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଳ
Bhubaneswar M Corp, Khordha | Sep 12, 2025
ଏଆଇସିସି ସେକ୍ରେଟାରୀ କେ ସି ଭେନୁଗୋପାଳଙ୍କ ନେତୃତ୍ୱରେ ଏକ ଷ୍ଟାଣ୍ଡିଙ୍ଗ କମିଟି ଓଡ଼ିଶାକୁ ୩ ଦିନିଆ ଗସ୍ତରେ ଆସି ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ପୁରୀରେ ହେବାକୁ ଥିବା ସରକାରୀ ସମୀକ୍ଷା କାର୍ଯ୍ୟକ୍ରମ ଶେଷ କରି ଏଆଇସିସି ସାଧାରଣ ସମ୍ପାଦକ (ସଂଗଠନ) ଶ୍ରୀ କେ ସି ଭେନୁଗୋପାଳ ଭୁବନେଶ୍ୱର ସ୍ଥିତ ପ୍ରଦେଶ କଂଗ୍ରେସ କମିଟିର ମୁଖ୍ୟ କାର୍ଯ୍ୟାଳୟ କଂଗ୍ରେସ ଭବନ କୁ ୧୪ ସେପ୍ଟେମ୍ବର ରବିବାର ଅପରାହ୍ନ ୨ଟା ୩୦ରେ ଆସିବେ |