Install App
khabarbhubaneswar
This browser does not support the video element.
ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ନେଇ ମେ ଫେୟାର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
Bhubaneswar M Corp, Khordha | Aug 25, 2025
ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ନେଇ ମେ ଫେୟାର ଠାରେ ମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଏଥିରେ ବହୁ କେନ୍ଦ୍ରମନ୍ତ୍ରୀ, ମନ୍ତ୍ରୀ, ଶିଳ୍ପ ପ୍ରତିନିଧି ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଯୋଗ ଦେଇଛନ୍ତି । ତେବେ ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମ୍ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ଆଦିବାସୀ କନ୍ୟା ମାନଙ୍କୁ ପାଇଲଟ ହେବା ପାଇଁ ଟ୍ରେନିଂ ଦିଆଯିବ।
Share
Read More News
T & C
Privacy Policy
Contact Us
Your browser does not support JavaScript!