This browser does not support the video element.
ବୌଦ୍ଧ ସଦର: ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ସେବା ପକ୍ଷ ପାଳନ ପାଇଁ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ
Baudh Sadar, Boudh (Bauda) | Sep 6, 2025
ଶନିବାର ଦିନ ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ଜିଲ୍ଲା ବିଜେପି ପକ୍ଷରୁ ସେବା ପକ୍ଷ ପାଳନ ପାଇଁ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି l ଜିଲ୍ଲା ବିଜେପି ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସେବା ପକ୍ଷ କାର୍ଯ୍ୟକ୍ରମ ପାଇଁ ନିଯୁକ୍ତ ସଂଯୋଜକ ବିପ୍ର ଚରଣ ମହାନ୍ତି, ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ସୁଶାନ୍ତ ବାଘ, ବରିଷ୍ଠ ବିଜେପି ନେତା ତପନ କୁମାର ଡାଙ୍ଗ ଓ ସତ୍ୟାନନ୍ଦ ପାଣ୍ଡେ ମଞ୍ଚାସୀନ ଥିଲେ l