Download Now Banner

This browser does not support the video element.

ମାଲକାନଗିରି: ଜିଲ୍ଲା ସଦର ମହକୁମାରେ ସ୍ୱାୟତ୍ତ ଶାସନ ଦିବସରେ ମାଲକାନଗିରିର ୪ଟି ବହୁମୁଖି ଭବନର ଆଭାସୀ ମାଧ୍ୟମରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

Malkangiri, Malkangiri | Aug 31, 2025
ଆଜି ମାଲକାନଗିରି ଜିଲ୍ଲା ସଦର ମହକୁମାରେ ସ୍ୱାୟତ୍ତ ଶାସନ ଦିବସରେ ମାଲକାନଗିରିର ୪ଟି ବହୁମୁଖି ଭବନର ଆଭାସୀ ମାଧ୍ୟମରେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ସହିତ ଜିଲ୍ଲା ଅଧିକାରୀ ଉପସ୍ଥିତ ଥିଲେ। ସୁକୁମା ରୋଡ ପାର୍ଶ୍ୱ ଚକ୍ରିଗୁଡ଼ା ଠାରେ ୩୦୦ ସିଟ୍ ବିଶିଷ୍ଟ, ତାରିଣୀ ମନ୍ଦିର ପଛ ପାର୍ଶ୍ଵ ସ୍ଥିତ ୫୦୦ ସିଟ୍ ବିଶିଷ୍ଟ ଓ ସ୍ଵଧାର ଗୃହ ନିକଟବର୍ତ୍ତୀ ୫୦୦ ସିଟ୍ ବିଶିଷ୍ଟ ମଲ୍ଟି ପୋର୍ପୋଜ ହଲ୍ ଏବଂ ୩୦୦ ସିଟ୍ ବିଶିଷ୍ଟ ମାଲକାନଗିରି ଟାଉନ୍ ହଲ୍ ର ଲୋକାର୍ପଣ ହୋଇଛି।
Read More News
T & CPrivacy PolicyContact Us