Download Now Banner

This browser does not support the video element.

ବାରିପଦା ମ୍ୟୁନିସିପାଲଟି: ବାରିପଦା ସ୍ଥିତ ଜିଲ୍ଲା ଓ ଦୌରାଜଜଙ୍କ କାର୍ଯ୍ୟାଳୟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

Baripada M, Mayurbhanj | Sep 13, 2025
ଜିଲ୍ଲା ଆଇନ ସେବା ପ୍ରାଧ‌ିକରଣ ମୟୂରଭଞ୍ଜ ପକ୍ଷରୁ ଶନିବାର ଦିନ ପ୍ରାୟ ୧୦ଟା ରୁ ଅପରାହ୍ନ ୪ଟା ଯାଏଁ ବାରିପଦା ସ୍ଥିତ ଜିଲ୍ଲା ଓ ଦୌରାଜଜଙ୍କ କାର୍ଯ୍ୟାଳୟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲୋକ ଅଦାଲତରେ ମୋଟ ୧୫୫୩୯ ଟି ମାମଲା ମଧ୍ୟରୁ ୬୨୬୭ ଟି ମାମଲାର ଅପୋଷ ବିଚାର ହୋଇ ମୋଟ ୨,୭୧,୫୮,୪୨୭ ଟଙ୍କା ଅଦାୟ ପାଇଁ ସମାଧାନ ହୋଇଥିବା ଜଣାପଡିଛି। ଏହି ଲୋକ ଅଦାଲତ ଟି ଜିଲ୍ଲା ଓ ଦୌରାଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ସୁଦୀପ୍ତ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।
Read More News
T & CPrivacy PolicyContact Us