Download Now Banner

This browser does not support the video element.

ବାଲେଶ୍ବର ମ୍ୟୁନିସିପାଲଟି: ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Baleshwar M, Balasore | Apr 21, 2024
ବାଲେଶ୍ୱର ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲାରେ ରବିବାର ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବା ବେଳେ ଅପରାହ୍ନ ପର୍ଯ୍ୟନ୍ତ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ଡହଡହ ଖରା ଯୋଗୁଁ ଜନଶୂନ୍ୟ ହୋଇପଡୁଛି ସହର। ଏନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଧ୍ୟ ସତର୍କତା ଜାରି କରାଯାଇଛି।
Read More News
T & CPrivacy PolicyContact Us