Download Now Banner

This browser does not support the video element.

ଭଦ୍ରକ ଗ୍ରାମାଞ୍ଚଳ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ରାଜସ୍ୱ ଅଧିକାରୀମାନଙ୍କର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି

Bhadrak Rural, Bhadrak | Sep 4, 2025
ଜିଲ୍ଲାପାଳ,ଭଦ୍ରକଙ୍କ ଅଧ୍ୟକ୍ଷତାରେ ଆଜି ରାଜସ୍ୱ ଅଧିକାରୀମାନଙ୍କର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଶ୍ରୀମତୀ ଅତାସୀ ଦାସ,ଅତିରିକ୍ତ ଶାସନ ସଚିବ,ରାଜସ୍ୱ ପର୍ଷଦ,ଓଡିଶା,କଟକ,ଅତିରିକ୍ତ ଜିଲ୍ଲାପାଳ,ଉପ ଜିଲ୍ଲାପାଳ,ସହକାରୀ ଜିଲ୍ଲାପାଳ,ସମସ୍ତ ତହସିଲଦାରଙ୍କ ସମେତ ଜିଲ୍ଲାର ଅନ୍ୟାନ୍ୟ ରାଜସ୍ୱ ଅଧିକାରୀ ଯୋଗଦେଇଥିବା ଦେଖିବାକୁ ମିଳିଛି।
Read More News
T & CPrivacy PolicyContact Us