Install App
baripada_news
This browser does not support the video element.
ବାରିପଦା ମ୍ୟୁନିସିପାଲଟି: ଆନ୍ଦୋଳନକୁ ଓଲ୍ହେଇବ ହାଇସ୍କୁଲ ଏନ.ପି.ଏସ. ଶିକ୍ଷକ ସଂଘ; ଜିଲ୍ଲାପାଳ ଓ ମନ୍ତ୍ରୀଙ୍କୁ ବାରିପଦାରେ ଦେଲେ ଦାବିପତ୍ର
Baripada M, Mayurbhanj | Sep 8, 2025
ମୟୁରଭଞ୍ଜ ସରକାରୀ ହାଇସ୍କୁଲ ଏନ.ପି.ଏସ. ଶିକ୍ଷକ ଶିକ୍ଷୟିତ୍ରୀ ବିଭିନ୍ନ ଦାବି ପୂରଣ ପାଇଁ ସୋମବାର ସଂଧ୍ୟା ୭.୩୦ଟାରେ ମୟୁରଭଞ୍ଜ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିବା ସହିତ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଜରିଆରେ ଦାବିପତ୍ର ପ୍ରଦାନ କରିବ ସହିତ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ବାରିପଦାରେ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।
Share
Read More News
T & C
Privacy Policy
Contact Us
Your browser does not support JavaScript!