This browser does not support the video element.
ସୋନପୁର: ଲକର୍ମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କଲେ ଗୋଷ୍ଠୀ ଶିକ୍ଷାଧିକାରୀ ଏବଂ ଶହ ଶୋଷ୍ଟି ଶିକ୍ଷାଧିକାରୀ
Sonapur, Subarnapur (Sonepur) | Sep 3, 2025
ଲକର୍ମା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କଲେ ଗୋଷ୍ଠୀ ଶିକ୍ଷାଧିକାରୀ ଏବଂ ଶହ ଶୋଷ୍ଟି ଶିକ୍ଷାଧିକାରୀ l ସୂଚନା ଅନୁସାରେ ଆଜି ଅପରାହ୍ନ ପ୍ରାୟ 1.30 ମିନିଟ ସମୟରେ ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ଲକର୍ମା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କଲେ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ମିଶ୍ର ଏବଂ ଶହ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀଯୁକ୍ତ କୃଷ୍ଣଚନ୍ଦ୍ର ପଣ୍ଡା l ତେବେ ଉଭୟ ଅଧିକାରୀଙ୍କ ପରିଦର୍ଶନ ସମୟରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିବାବେଳେ, ଛାତ୍ର ଛାତ୍ରୀଙ୍କ ମଧ୍ୟାହ୍ନ ଭୋଜନ ପରଖି ଥିବା ଦେଖିବାକୁ ମିଳିଛି l