This browser does not support the video element.
ଅନୁଗୋଳ: ଜିଲ୍ଲାପରିଷଦ କାର୍ଯ୍ୟାଳୟ ଠାରେ ଆଦି କର୍ମଯୋଗୀ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ
Anugul, Angul | Sep 5, 2025
"ଆଦି କର୍ମଯୋଗୀ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ। ସୂଚନା ମୁତାବକ ଆଜି ପୂର୍ବାହ୍ନ 10 ଘଟିକା ସମୟରେ ଜିଲ୍ଲାପରିଷଦ କାର୍ଯ୍ୟାଳୟ ଠାରେ "ଧରତୀ ଆଵା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ " ଅଧିନସ୍ଥ "ଆଦି କର୍ମଯୋଗୀ ଅଭିଯାନ " କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ, ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ, ଅନୁଗୋଳ ଙ୍କ ଦ୍ୱାରା ଅନୁଷ୍ଟିତ କରାଯାଇଅଛି l