This browser does not support the video element.
ବାରିପଦା ମ୍ୟୁନିସିପାଲଟି: ବାରିପଦା ସହୀଦସ୍ମୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଅନୁଷ୍ଠିତ
Baripada M, Mayurbhanj | Sep 5, 2025
ବାରିପଦା ସହର ସ୍ଥିତ ସହୀଦସ୍ମୃତି ଭବନ ଠାରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଦିନ ୧୧ଟା ରୁ ଦିନ ୨ଟା ଯାଏଁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝି ଯୋଗ ଦେଇଥିବା ବେଳେ ଅନ୍ୟାନ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା, ଉଦଳା ବିଧାୟକ ଭାସ୍କର ମଢେଇ, ବାରିପଦା ବିଧାୟକ ପ୍ରକାଶ ସୋରେନ, ସାରସକଣା ବିଧାୟକ ଭାଦବ ହାଁସଦା ଯୋଗ ଦେଇଥିଲେ।