This browser does not support the video element.
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟଟନ ବିଭାଗ କାର୍ଯ୍ୟଳୟରୁ ବରିଷ୍ଟ ନାଗରିକ ତୀର୍ଥ ଯାତ୍ରା ଶୁଭାରମ୍ଭ।
Khordha, Khordha | Sep 9, 2025
ଆଜି ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ଅଯୋଧ୍ୟା - ବାରାଣସୀ ବରିଷ୍ଟ ନାଗରିକ ମାନଙ୍କ ତୀର୍ଥଯାତ୍ରା ପର୍ଯ୍ୟଟନ ଅଧିକାରୀ ମୀରା ବେହେରାଙ୍କ ପରିଚାଳନାରେ ଶୁଭାରମ୍ଭ କରାଯାଇଅଛି। ଏହି ଉପଲକ୍ଷେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ ସାଫଲ୍ୟ ମଣ୍ଡିତ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ ଯେ ବରିଷ୍ଟ ନାଗରିକ ତୀର୍ଥ ଯାତ୍ରା ଯୋଜନା ଗରିବ ଗୁରବା ମାନଙ୍କ ପାଇଁ ଏକ ଅପୂର୍ବ ଯୋଜନା। ଓଡ଼ିଶାର ପରମ୍ପରା ସଂସ୍କୃତି ବାହାର ରାଜ୍ୟ ସହ ଆଦାନ ପ୍ରଦାନ ଏବଂ ଆଧ୍ୟାତ୍ମିକତାର ଦିବ୍ୟ ଅନୁଭୂତି ଏହି ଯୋଜନାର ମୂଳ ଲକ୍ଷ୍ୟ ଅଟେ।