Download Now Banner

This browser does not support the video element.

ଢେଙ୍କାନାଳ ସଦର: ବଜ୍ରପାତରୁ ରକ୍ଷା ପାଇବା ନିମନ୍ତେ ସଚେତନତା ରଥର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଶୁଭାରମ୍ଭ

Dhenkanal Sadar, Dhenkanal | Sep 8, 2025
ଢ଼େଙ୍କାନାଳ ବଜ୍ରପାତରୁ ଧନଜୀବନ ରକ୍ଷା କରିବା ପାଈଁ ଜନସାଧାରଣଙ୍କୁ ସଚେତନ କରାଇ ସାବଧାନତା ଅବଲମ୍ବନ କରିବା ନିମନ୍ତେ ଆଜି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ଦିନ ୧୧ଟା ୩୦ରେ ଏକ ସଚ଼େତନତା ରଥର ଶୁଭାରମ୍ଭ ହୋଇଯାଇଛି । ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆୟୋଜିତ ଏହି ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରମେଶ ଚନ୍ଦ୍ର ସେଠୀ ଏବଂ ଜିଲ୍ଲା ସୂଚ଼ନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଅଭିଷେକ ବେହେରା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ରଥ ଜିଲ୍ଲା ସାରା ବୁଲି ଜନସାଧାରଣଙ୍କୁ ବଜ୍ରପାତ ପ୍ରତି ସଚେତନତା କରିବ ।
Read More News
T & CPrivacy PolicyContact Us