This browser does not support the video element.
ପାରଳାଖେମୁଣ୍ଡି: ମହେନ୍ଦ୍ର ଗିରି ଉଚ୍ଚ ବିଦ୍ୟାଳୟ ରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ।
Paralakhemundi, Gajapati | Sep 5, 2025
ମହେନ୍ଦ୍ର ଗିରି ଉଚ୍ଚ ବିଦ୍ୟାଳୟ ରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ରଗିରି ପୌର ପରିଷଦ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧିନା ସମାରୋହ ପାଳିତ ହୋଇ ଯାଇଛି। ଏହି ସମ୍ବର୍ଦ୍ଧନା ସମାରୋହରେ ଜିଲ୍ଲା ଶିକ୍ଷାଧିକାରୀ ଡ଼.ମାୟାଧର ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ପାରଳା ବିଧାୟକ ରୁପେଶ କୁମାର ପାଣିଗ୍ରାହୀ ମୋହନା ବିଧ୍ୟାୟକ ଦାଶରଥି ଗମାଙ୍ଗ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି.ତିରୁପତି