Download Now Banner

This browser does not support the video element.

ଦିଗପହଣ୍ଡି: ଦିଗପହଣ୍ଡି ଏନଏସିର ମହିଳା ଗୋଷ୍ଠୀ ମାନଙ୍କ ଦ୍ଵାରା ଦିଗପହଣ୍ଡିରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Digapahandi, Ganjam | Aug 26, 2025
ଗଂଜାମ ଜିଲ୍ଲା ଦିଗପହଣ୍ଡି ଏନଏସିର ମହିଳା ଗୋଷ୍ଠୀ ମାନଙ୍କ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅ।ଜି ଦିନ 9 ଘଣ୍ଟ ସମୟରେ ଅନୁଷ୍ଠିତ ହୋଇଯାଇଥିବାର ଖବର ମିଳିଥିବା ବେଳେ ମହିଳା ଗୋଷ୍ଠୀର ସଦସ୍ୟ ମାନେ ଯୋଗ ଦେଇ ମାଣିଅ। ପଖରୀ ଠାରେ ବୃକ୍ଷ ରୋପଣ କରିଥିଲେ । ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଦିଗପହଣ୍ଡି ଏନଏସି ପ୍ରଶାସନ ଦ୍ଵାରା ଅନୁଷ୍ଠିତ ହୋଇଯାଇଥିବାର ଖବର ମିଳିଛି । ତେବେ କାର୍ଯ୍ୟକ୍ରମରେ ମହିଳା ଗୋଷ୍ଠୀର ସମସ୍ତ ସଦସ୍ୟ ମାନେ ଯୋଗ ଦେଇଥିଲେ ।
Read More News
T & CPrivacy PolicyContact Us